ଲୂକ ଲିଖିତ ସୁସମାଚାର 6:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। Gade chapit laଓଡିଆ ବାଇବେଲ34 ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥାଏ, ଯଦି ତୁମେ କେବଳ ସେହିମାନଙ୍କୁ ଋଣ ଦିଅ, ତେବେ ତୁମେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ଫେରି ପାଇବା ଆଶାରେ ଋଣ ଦିଅନ୍ତି! Gade chapit laପବିତ୍ର ବାଇବଲ34 ଯେଉଁମାନଙ୍କଠାରୁ ଫେରି ପାଇବାର ଆଶା ଥିବ, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କୁ ଟଙ୍କା ଧାର ଦିଅ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ଟଙ୍କା ଫେରି ପାଇବା ଆଶାରେ ଅନ୍ୟ ପାପୀମାନଙ୍କୁ ଟଙ୍କା ଧାର ଦିଅନ୍ତି। Gade chapit la |