Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।

Gade chapit la Kopi

ଓଡିଆ ବାଇବେଲ

36 ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ତୁମ୍ଭମାନଙ୍କର ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।

Gade chapit la Kopi

ପବିତ୍ର ବାଇବଲ

36 ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:36
7 Referans Kwoze  

ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୂର ହେଉ;


ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।


“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।


Swiv nou:

Piblisite


Piblisite