ଲୂକ ଲିଖିତ ସୁସମାଚାର 6:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 “ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; Gade chapit laପବିତ୍ର ବାଇବଲ (Re-edited) - (BSI)37 ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; Gade chapit laଓଡିଆ ବାଇବେଲ37 ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ । କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; Gade chapit laପବିତ୍ର ବାଇବଲ (CL) NT (BSI)37 “ଅନ୍ୟର ବିଚାର କର ନାହିଁ, ତା’ହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ; ଅନ୍ୟକୁ ଦୋଷୀ କର ନାହିଁ, ତେବେ ଈଶ୍ୱର ତୁମକୁ ଦୋଷୀ କରିବେ ନାହିଁ; ଅନ୍ୟକୁ କ୍ଷମା କର, ତେବେ ଈଶ୍ୱର ତୁମକୁ କ୍ଷମା କରିବେ। Gade chapit laପବିତ୍ର ବାଇବଲ37 “ତୁମ୍ଭେମାନେ କାହାରି ବିଗ୍ଭର କର ନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ୟ ବିଗ୍ଭର କରାଯିବ ନାହିଁ। କୌଣସି ବ୍ୟକ୍ତିକୁ ଦୋଷୀ କର ନାହିଁ, ତେବେ ତୁମ୍ଭେ ମଧ୍ୟ ଦୋଷୀ ବିବେଚିତ ହେବ ନାହିଁ। ଅନ୍ୟକୁ କ୍ଷମା କରିଦିଅ, ତେବେ ତୁମ୍ଭେମାନଙ୍କୁ ମଧ୍ୟ କ୍ଷମା କରି ଦିଆଯିବ। Gade chapit la |