Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।

Gade chapit la Kopi

ଓଡିଆ ବାଇବେଲ

45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ଧାର୍ମିକ ଲୋକ ନିଜ ହୃଦୟରେ ସଞ୍ଚିତ ଉତ୍ତମ ଭଣ୍ଡାରରୁ ଉତ୍ତମ ବିଷୟ ବାହାର କରି ଆଣେ ଏବଂ ଅଧାର୍ମିକ ଲୋକ ତା’ ଭଣ୍ଡାରରୁ ମନ୍ଦ ବିଷୟ ବାହାର କରେ। କାରଣ ହୃଦୟ ଯେଉଁ ବିଷୟରେ ପୂର୍ଣ୍ଣ, ମୁଖ ତାହା ପ୍ରକାଶ କରେ।

Gade chapit la Kopi

ପବିତ୍ର ବାଇବଲ

45 ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।

Gade chapit la Kopi




ଲୂକ ଲିଖିତ ସୁସମାଚାର 6:45
31 Referans Kwoze  

ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।


ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।


ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।


ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।


କାହାର କାହାର ବାଚାଳତା ଖଡ୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।


କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ!


ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]


ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”


ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?


ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


Swiv nou:

Piblisite


Piblisite