Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 6:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ଜୀବନ ରକ୍ଷା କରିବା ନା ବିନାଶ କରିବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାବାରରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?

Gade chapit la Kopi

ଓଡିଆ ବାଇବେଲ

9 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ପଚାରୁଅଛି, ବିଶ୍ରାମବାରରେ କ'ଣ କରିବା ଉଚିତ ? ଭଲ କରିବା ନା ମନ୍ଦ କରିବା ? ଜୀବନ ରକ୍ଷା କରିବା ନା ବିନାଶ କରିବା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ପଚାରୁଛି, ବିଶ୍ରାମବାରରେ କ’ଣ କରିବା ବିଧିସଙ୍ଗତ? ଉପକାର କରିବା ନା କ୍ଷତି କରିବା? ମନୁଷ୍ୟର ଜୀବନ ରକ୍ଷା କରିବା ନା ନଷ୍ଟ କରିବା?

Gade chapit la Kopi

ପବିତ୍ର ବାଇବଲ

9 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ପଗ୍ଭରୁଛି ବିଶ୍ରାମବାରରେ କାହାରି ମଙ୍ଗଳ କରିବା ନା କାହାରି କ୍ଷତି କରିବା ଉଚିତ୍? କାହାରି ଜୀବନ ରକ୍ଷା କରିବା ଉଚିତ୍ ନା କାହାରି ଜୀବନ ନଷ୍ଟ କରିବା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 6:9
7 Referans Kwoze  

ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।”


ପୁଣି, ଯୀଶୁ ସେମାନଙ୍କୁ କହିଲେ, “ବିଶ୍ରାମବାର ଦିନରେ କଅଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା?” କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ।


ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।


କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।


ଆଉ, ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାକୁ କହିଲେ, “ତୁମ୍ଭର ହାତ ବଢ଼ାଅ।” ସେଥିରେ ସେ ତାହା କଲା, ଆଉ ତାହାର ହାତ ପୁଣି, ଭଲ ହୋଇଗଲା।


Swiv nou:

Piblisite


Piblisite