Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ମୃତ ଲୋକଟି ଉଠି ବସିଲା, ଆଉ କଥା କହିବାକୁ ଲାଗିଲା, ପୁଣି ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ।

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା, ପୁଣି, ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ମୃତ ଲୋକଟି ଉଠି ବସିଲା ଓ କଥା କହିବାକୁ ଲାଗିଲା ଏବଂ ଯୀଶୁ ତାକୁ ତା’ର ମା’ଙ୍କ ହାତରେ ସମର୍ପଣ କଲେ।

Gade chapit la Kopi

ପବିତ୍ର ବାଇବଲ

15 ମୃତ ପୁତ୍ର ଉଠି ବସିଲା। ସେ କଥା କହିବାକୁ ଲାଗିଲା। ଯୀଶୁ ତାକୁ ତା’ ମା ହାତରେ ଦେଇଦେଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:15
6 Referans Kwoze  

ସେସମୟରେ ଲୋକମାନେ ଜଣେ ମନୁଷ୍ୟକୁ କବର ଦେବା ବେଳେ ଏପରି ଘଟିଲା ଯେ, ଦେଖ, ସେମାନେ ଏକ ଲୁଟକାରୀ ଦଳକୁ ଦୂରରୁ ଦେଖିଲେ। ତହିଁରେ ସେମାନେ ସେହି ମନୁଷ୍ୟକୁ ଇଲୀଶାୟଙ୍କର କବରରେ ପକାଇ ଦିଅନ୍ତେ, ସେ ମନୁଷ୍ୟ ଇଲୀଶାୟଙ୍କର ଅସ୍ଥି ସ୍ପର୍ଶ କରିବା ମାତ୍ରେ ସଜୀବ ହୋଇ ଆପଣା ଚରଣରେ ଠିଆ ହେଲା।


ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”


ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।


ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।


Swiv nou:

Piblisite


Piblisite