Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦିୟା ପ୍ରଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ତାହାଙ୍କ ବିଷୟରେ ଏହି କଥା ସମସ୍ତ ଯିହୁଦା ଦେଶ ଓ ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦା ଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ଯିହୂଦା ପ୍ରଦେଶର ସର୍ବତ୍ର ଓ ନିକଟବର୍ତ୍ତୀ ଅଞ୍ଚଳରେ ବ୍ୟାପିଗଲା।

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁଙ୍କ ବିଷୟରେ ଏହି ଖବର ଯିହୂଦା ଓ ଆଖପାଖ ସମସ୍ତ ଅଞ୍ଚଳରେ ପ୍ରଗ୍ଭରିତ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:17
8 Referans Kwoze  

ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”


ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।


ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।


ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ।


ପୁଣି, ଏହି କଥା ସେହି ଦେଶଯାକ ବ୍ୟାପିଗଲା।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।


Swiv nou:

Piblisite


Piblisite