ଲୂକ ଲିଖିତ ସୁସମାଚାର 7:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Gade chapit laପବିତ୍ର ବାଇବଲ (Re-edited) - (BSI)19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ? Gade chapit laଓଡିଆ ବାଇବେଲ19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ? Gade chapit laପବିତ୍ର ବାଇବଲ (CL) NT (BSI)19 ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?” Gade chapit laପବିତ୍ର ବାଇବଲ19 ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?” Gade chapit la |