Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଯେଉଁ ବ୍ୟକ୍ତି ମୋʼ ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଯେକେହି ମୋʼଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

23 ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯେଉଁମାନେ ମୋ’ ବିଷୟରେ ସନ୍ଦେହ ପୋଷଣ କରନ୍ତି ନାହିଁ, ସେମାନେ ଧନ୍ୟ।”

Gade chapit la Kopi

ପବିତ୍ର ବାଇବଲ

23 ଯେଉଁ ଲୋକ ମୋତେ ଗ୍ରହଣ କରିବ, ସେ ଧନ୍ୟ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:23
11 Referans Kwoze  

ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।


ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,


ସେ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠରୋଗୀମାନେ ଶୁଚି ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?


Swiv nou:

Piblisite


Piblisite