Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯୋହନଙ୍କ ଦୂତମାନେ ପ୍ରସ୍ଥାନ କଲା ଉତ୍ତାରେ ସେ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରି ଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?

Gade chapit la Kopi

ଓଡିଆ ବାଇବେଲ

24 ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଯୋହନଙ୍କ ଶିଷ୍ୟମାନେ ଫେରିଯିବା ପରେ ଯୀଶୁ ଲୋକମାନଙ୍କୁ ତାଙ୍କ ବିଷୟରେ ଏହି କଥା ପଚାରିଲେ, “ଯେତେବେଳେ ମରୁ ଅଞ୍ଚଳରେ ଯୋହନଙ୍କ ନିକଟକୁ ତୁମ୍ଭେମାନେ ଯାଇଥିଲ, ସେଠାରେ କ’ଣ ଦେଖିବା ପାଇଁ ଅପେକ୍ଷା କରିଥିଲ? କ’ଣ ପବନରେ ନଇଁ ପଡ଼ୁଥିବା ଘାସଟିଏ?

Gade chapit la Kopi

ପବିତ୍ର ବାଇବଲ

24 ଯୋହନଙ୍କ ଶିଷ୍ୟମାନେ ଗ୍ଭଲିଯିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିବାକୁ ଆରମ୍ଭ କଲେ: “ତୁମ୍ଭେମାନେ ମରୁଭୂମିରେ କ’ଣ ଦେଖିବାକୁ ଯାଇଥିଲ? କ’ଣ ପବନରେ ଦୋହଲୁଥିବା ନଳଗଛ?

Gade chapit la Kopi




ଲୂକ ଲିଖିତ ସୁସମାଚାର 7:24
14 Referans Kwoze  

ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ, ସେତେବେଳେ ଈଶ୍ବରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା।


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।


ଆଉ, ଯେଉଁ ବ୍ୟକ୍ତି ମୋʼ ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।


ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ଦାମୀ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।


Swiv nou:

Piblisite


Piblisite