Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।

Gade chapit la Kopi

ଓଡିଆ ବାଇବେଲ

36 ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ । ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଜଣେ ଫାରୁଶୀ ତା’ ସହିତ ରାତ୍ରି ଭୋଜନ କରିବା ପାଇଁ ଯୀଶୁଙ୍କୁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଗଲେ ଓ ଭୋଜନରେ ବସିଲେ।

Gade chapit la Kopi

ପବିତ୍ର ବାଇବଲ

36 ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:36
8 Referans Kwoze  

ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।


ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।


ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’


ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”


ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,


Swiv nou:

Piblisite


Piblisite