ଲୂକ ଲିଖିତ ସୁସମାଚାର 7:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା। Gade chapit laପବିତ୍ର ବାଇବଲ (Re-edited) - (BSI)38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଅଶ୍ରୁଜଳରେ ତାହାଙ୍କ ପାଦ ସିକ୍ତ କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ଵନ କରୁ କରୁ ସେହି ସୁଗନ୍ଧ ତୈଳ ଲଗାଇ ଦେବାକୁ ଲାଗିଲା। Gade chapit laଓଡିଆ ବାଇବେଲ38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା । Gade chapit laପବିତ୍ର ବାଇବଲ (CL) NT (BSI)38 ତାଙ୍କ ପଛରେ ପାଦ ପାଖରେ ଠିଆ ହୋଇ କାନ୍ଦି କାନ୍ଦି ତା’ର ଲୁହରେ ଯୀଶୁଙ୍କ ପାଦ ଧୋଇ ଦେଲା। ତା’ପରେ ତାଙ୍କର ଦୁଇ ପାଦକୁ ତା’ର କେଶରେ ପୋଛିଦେଲା, ପାଦ ଦୁଇଟିକୁ ଚୁମ୍ବନ କଲା ଓ ସେଥିରେ ସୁଗନ୍ଧି ତୈଳ ଢ଼ାଳିଲା। Gade chapit laପବିତ୍ର ବାଇବଲ38 ସେ ଯୀଶୁଙ୍କ ପଛଆଡ଼େ ଗୋଡ଼ ପାଖରେ ଠିଆ ହେଲା। ସେ କାନ୍ଦୁଥିଲା। ତା'ପରେ ସେ ଯୀଶୁଙ୍କ ପାଦ ତା ଲୁହରେ ଧୋଇ ଦେଲା। ନିଜ ମୁଣ୍ଡର ବାଳରେ ଯୀଶୁଙ୍କ ପାଦ ପୋଛିଦେଲା। ତାହାଙ୍କ ପାଦରେ ବହୁବାର ଚୁମ୍ବନ ଦେଲା ଓ ପାଦ ଉପରେ ଅତର ଢାଳି ଦେଲା। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।