ଲୂକ ଲିଖିତ ସୁସମାଚାର 7:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା। Gade chapit laପବିତ୍ର ବାଇବଲ (Re-edited) - (BSI)39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କିପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିଷ୍ଠା, ଏହା ଜାଣିଥାଆନ୍ତା। Gade chapit laଓଡିଆ ବାଇବେଲ39 ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା । Gade chapit laପବିତ୍ର ବାଇବଲ (CL) NT (BSI)39 ଏହା ଦେଖି ସେହି ଫାରୁଶୀ ମନେ ମନେ ଭାବିଲେ, “ଯଦି ଏହି ଲୋକ ଜଣେ ଭାବବାଦୀ ହୋଇଥାନ୍ତେ, ତେବେ ତାଙ୍କୁ ଛୁଇଁଥିବା ଏ ସ୍ତ୍ରୀ ଲୋକଟି କିଏ, ସେ ଜାଣିଥାନ୍ତେ। ସେ କି ପ୍ରକାର ପାପପୂର୍ଣ୍ଣ ଜୀବନ କାଟୁଛି, ତାହା ସେ ଜାଣିପାରିଥାନ୍ତେ।” Gade chapit laପବିତ୍ର ବାଇବଲ39 ଯେଉଁ ଫାରୂଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, “ଯୀଶୁ ଯଦି ପ୍ରକୃତରେ ଜଣେ ଭବିଷ୍ୟଦ୍ବକ୍ତା ହୋଇଥା’ନ୍ତେ, ତେବେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।” Gade chapit la |