Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ତୁମ୍ଭେ ମୋତେ ଚୁମ୍ଵନ କଲ ନାହିଁ, କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ଵନ କରିବାରୁ କ୍ଷା; ହୋଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

45 ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 ତୁମେ ମୋତେ ଚୁମ୍ବନ ଦେଇ ସ୍ୱାଗତ କରି ନ ଥିଲ, କିନ୍ତୁ ମୁଁ ଆସିବା ସମୟଠାରୁ ସେ ମୋର ପାଦକୁ ଚୁମ୍ବନ କରିବାକୁ ବିରତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

45 ତୁମ୍ଭେ ମୋତେ ଚୁମ୍ବନ ଦେଲ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ଯ୍ୟନ୍ତ ସେ ମୋର ପାଦରେ ଚୁମ୍ବନ ଦେବା ବନ୍ଦ କରି ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 7:45
9 Referans Kwoze  

ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।


ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”


ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।


ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।


ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।


ଆଉ, ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା, ମୁଁ ଯାହାଙ୍କୁ ଚୁମ୍ବନ କରିବି, ସେ ସେହି, ତାହାଙ୍କୁ ଧରିବ।


ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।


ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।


ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।


Swiv nou:

Piblisite


Piblisite