Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:49 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ?

Gade chapit la Kopi

ଓଡିଆ ବାଇବେଲ

49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

49 ଭୋଜନରେ ବସିଥିବା ଅନ୍ୟମାନେ ପରସ୍ପରକୁ କହିଲେ, “ଏ କିଏ? ଯେ ପାପ କ୍ଷମା ସୁଦ୍ଧା କରିପାରେ?”

Gade chapit la Kopi

ପବିତ୍ର ବାଇବଲ

49 ଯେଉଁମାନେ ଯୀଶୁଙ୍କ ସହିତ ଭୋଜନ କରୁଥିଲେ, ସେମାନେ ମନେ ମନେ ଭାବିବାକୁ ଲାଗିଲେ, “ଏ ଲୋକ ନିଜକୁ କ’ଣ ଭାବୁଛି? ସେ କିପରି ପାପଗୁଡ଼ିକୁ କ୍ଷମା କରି ପାରିବ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:49
4 Referans Kwoze  

ଏ ଲୋକ କାହିଁକି ଏପରି କହୁଅଛି? ସେ ଈଶ୍ବର ନିନ୍ଦା କରୁଅଛି; କେବଳ ଜଣଙ୍କ ବିନା, ଅର୍ଥାତ୍‍ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ?


ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି।


ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ, ଦେଖ, ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ।


Swiv nou:

Piblisite


Piblisite