Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 7:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 କିନ୍ତୁ ସେ ସେହି ସ୍ତ୍ରୀକି କହିଲେ, ତୋହର ବିଶ୍ଵାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯା।

Gade chapit la Kopi

ଓଡିଆ ବାଇବେଲ

50 କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

50 କିନ୍ତୁ ଯୀଶୁ ସେହି ସ୍ତ୍ରୀ ଲୋକକୁ କହିଲେ, “ତୋର ବିଶ୍ୱାସ ତୋତେ ରକ୍ଷା କରିଛି, ଶାନ୍ତିରେ ଯା।”

Gade chapit la Kopi

ପବିତ୍ର ବାଇବଲ

50 ଯୀଶୁ ସ୍ତ୍ରୀ ଲୋକଟିକୁ କହିଲେ, “ତୁମ୍ଭେ ବିଶ୍ୱାସ କରିଥିବାରୁ ତୁମ୍ଭେ ପାପରୁ ରକ୍ଷା ପାଇଅଛ। “ଶାନ୍ତିରେ ଯାଅ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 7:50
15 Referans Kwoze  

ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।”


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ଝିଅ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।”


ଯୀଶୁ ତାହାକୁ କହିଲେ, “ଦୃଷ୍ଟି ପାଅ; ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”


କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ, “ବତ୍ସେ, ସାହସ ଧର, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି।” ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା।


ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” ତତ୍‌କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା।


ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।


କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା। କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ।


ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।


ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”


ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”


ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”


Swiv nou:

Piblisite


Piblisite