ଲୂକ ଲିଖିତ ସୁସମାଚାର 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ। Gade chapit laଓଡିଆ ବାଇବେଲ17 କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)17 “ଯାହା ସବୁ ଲୁକ୍କାୟିତ ହୋଇଛି, ତାହା ସମସ୍ତଙ୍କ ନିକଟରେ ପ୍ରକାଶିତ ହେବ ଓ ଯାହା ସବୁ ଗୁପ୍ତ ରହିଛି, ତାହା ସମସ୍ତଙ୍କୁ ଜଣାଇ ଦିଆଯିବ। Gade chapit laପବିତ୍ର ବାଇବଲ17 ପ୍ରତ୍ୟେକ ଗୁପ୍ତ ରହିଥିବା ବିଷୟ ଜ୍ଞାତ ହେବ ଓ ପ୍ରକାଶ୍ୟକୁ ଅଣାଯିବ। ଏପରି କୌଣସି ଗୁପ୍ତ ଜିନିଷ ନାହିଁ, ଯାହା ସ୍ପଷ୍ଟ କରାଯିବ ନାହିଁ, ଜ୍ଞାତ ହେବ ନାହିଁ ଓ ପ୍ରକାଶ୍ୟକୁ ଅଣା ଯିବ ନାହିଁ। Gade chapit la |