ଲୂକ ଲିଖିତ ସୁସମାଚାର 8:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମାଆ ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)20 ସେଥିରେ ତାହାଙ୍କୁ ଏହି ସମ୍ଵାଦ ଦିଆଗଲା, ଆପଣଙ୍କର ମା ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା, ଆପଣଙ୍କର ମା' ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)20 କେହି ଜଣେ ଯୀଶୁଙ୍କୁ କହିଲା, “ଆପଣଙ୍କର ମା’ ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି ଓ ଆପଣଙ୍କୁ ଦେଖିବାକୁ ଇଚ୍ଛା କରୁଛନ୍ତି।” Gade chapit laପବିତ୍ର ବାଇବଲ20 କେହି ଜଣେ ଯୀଶୁଙ୍କୁ କହିଲା, “ତୁମ୍ଭର ମା ଓ ଭାଇମାନେ ବାହାରେ ଠିଆ ହୋଇଛନ୍ତି। ସେମାନେ ତୁମ୍ଭକୁ ଦେଖିବାକୁ ଗ୍ଭହୁଁଛନ୍ତି।” Gade chapit la |