ଲୂକ ଲିଖିତ ସୁସମାଚାର 8:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ। Gade chapit laଓଡିଆ ବାଇବେଲ26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ । Gade chapit laପବିତ୍ର ବାଇବଲ (CL) NT (BSI)26 ଯୀଶୁ ଓ ତାଙ୍କର ଶିଷ୍ୟମାନେ ନୌକାରେ ପାରି ହୋଇ ଗାଲିଲୀ ହ୍ରଦର ଅନ୍ୟ ପାଶ୍ୱର୍ରେ ଥିବା ଗରାଶୀୟ ଅଞ୍ଚଳକୁ ଆସିଲେ। Gade chapit laପବିତ୍ର ବାଇବଲ26 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗାଲିଲୀରୁ ହ୍ରଦର ଅପର ପାର୍ଶ୍ୱକୁ ଗଲେ। ସେମାନେ ଗରାଶୀୟମାନେ ରହୁଥିବା ଅଞ୍ଚଳରେ ପହଞ୍ଚିଲେ। Gade chapit la |