ଲୂକ ଲିଖିତ ସୁସମାଚାର 8:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
Gade chapit la Kopi
32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି ସେ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ।
Gade chapit la Kopi
32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ ।
Gade chapit la Kopi
32 ନିକଟସ୍ଥ ଏକ ପାହାଡ଼ ପାଖରେ ଗୋଟିଏ ବଡ଼ ଘୁଷୁରି ପଲ ଥିଲା। ଭୂତମାନେ ଘୁଷୁରି ପଲ ଭିତରକୁ ଯିବା ପାଇଁ ଯୀଶୁଙ୍କୁ ବିନତି କଲେ ଓ ସେ ସେମାନଙ୍କୁ ଅନୁମତି ଦେଲେ।
Gade chapit la Kopi
32 ସେତେବେଳେ ସେହି ପାହାଡ଼ ଉପରେ ଏକ ବଡ଼ ଘୁଷୁରିଦଳ ଚରୁଥିଲେ। ଭୂତମାନେ ଯୀଶୁଙ୍କୁ ଅନୁରୋଧ କଲେ ଯେ ସେ ସେମାନଙ୍କୁ ଘୁଷୁରିମାନଙ୍କ ଦେହକୁ ଯିବାକୁ ଅନୁମତି ଦିଅନ୍ତୁ। ଯୀଶୁ ସେମାନଙ୍କୁ ତାହା କରିବାକୁ ଅନୁମତି ଦେଇଦେଲେ।
Gade chapit la Kopi