Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ।

Gade chapit la Kopi

ଓଡିଆ ବାଇବେଲ

36 ଆଉ, ଯେଉଁମାନେ ଦେଖିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 ଯେଉଁମାନେ ନିଜେ ଘଟଣା ଦେଖିଥିଲେ, ଲୋକଟି କିପରି ସୁସ୍ଥ ହେଲା, ତାହା ଅନ୍ୟମାନଙ୍କୁ ଜଣାଇଲେ।

Gade chapit la Kopi

ପବିତ୍ର ବାଇବଲ

36 ଯେଉଁମାନେ ଏହି ଘଟଣା ଦେଖିଥିଲେ, ସେମାନେ ସମସ୍ତେ ଅନ୍ୟ ଲୋକମାନଙ୍କୁ କହିବାକୁ ଲାଗିଲେ, ଯେ ଭୂତ କବଳିତ ଲୋକଟି କିପରି ଭଲ ହୋଇଗଲା।

Gade chapit la Kopi




ଲୂକ ଲିଖିତ ସୁସମାଚାର 8:36
2 Referans Kwoze  

ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।


Swiv nou:

Piblisite


Piblisite