Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରି ଯାଇଥିଲେ, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;

Gade chapit la Kopi

ଓଡିଆ ବାଇବେଲ

38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ, ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

38 ଯେଉଁ ଲୋକଠାରୁ ଭୂତ ବାହାରି ଯାଇଥିଲା, ସେ ଯୀଶୁଙ୍କୁ ବିନତି କରି କହିଲା, “ମୋତେ ଆପଣଙ୍କ ସହିତ ଯିବାକୁ ଅନୁମତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

38 କିନ୍ତୁ ଯେଉଁ ଲୋକଠାରୁ ଦେହରୁ ଭୂତଗୁଡ଼ିକ ବାହାରି ସାରିଥିଲେ, ସେ ଯୀଶୁଙ୍କ ସହିତ ଯିବାକୁ ଅନୁରୋଧ କଲା। କିନ୍ତୁ ଯୀଶୁ ଲୋକଟିକୁ ଏହା କହି ଘରକୁ ପଠାଇଦେଲେ:

Gade chapit la Kopi




ଲୂକ ଲିଖିତ ସୁସମାଚାର 8:38
24 Referans Kwoze  

ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ।


ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା, ହେ ମହାନ ଈଶ୍ବରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋହର କଅଣ ଅଛି? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ କଷ୍ଟ ଦିଅ ନାହିଁ।


ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ମୋʼ ପ୍ରତି ସଦାପ୍ରଭୁଙ୍କର ସବୁ ମଙ୍ଗଳଦାନ ପାଲଟେ ମୁଁ ତାହାଙ୍କୁ କି ପ୍ରତିଦାନ କରିବି?


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ, “ତୁମ୍ଭ ଘରକୁ ଫେରିଯାଅ, ପୁଣି, ଈଶ୍ବର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହିସବୁ ବର୍ଣ୍ଣନା କର।” ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା।


Swiv nou:

Piblisite


Piblisite