Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 8:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଲା ବୋଲି ମୁଁ ଜାଣିଲି।

Gade chapit la Kopi

ଓଡିଆ ବାଇବେଲ

46 କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ ଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

46 କିନ୍ତୁ ଯୀଶୁ କହିଲେ, “କେହି ଜଣେ ମୋତେ ଛୁଇଁଲା, କାରଣ ମୋ’ଠାରୁ ଶକ୍ତି ନିର୍ଗତ ହେବା ମୁଁ ଜାଣିଲି।”

Gade chapit la Kopi

ପବିତ୍ର ବାଇବଲ

46 କିନ୍ତୁ ଯୀଶୁ କହିଲେ, “ଜଣେ କେହି ମୋତେ ଛୁଇଁଛି। କାରଣ ମୋ'ଠାରୁ ଶକ୍ତି ବାହାରି ଯାଇଥିବା ମୁଁ ଅନୁଭବ କରିଛି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 8:46
4 Referans Kwoze  

ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।


ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି, କାହିଁକି ତାହାଙ୍କୁ ଛୁଇଁଲା ପୁଣି, କିପରି ସେହିକ୍ଷଣି ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା।


Swiv nou:

Piblisite


Piblisite