ଲୂକ ଲିଖିତ ସୁସମାଚାର 8:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)53 ତାଙ୍କ କଥାରେ ସେମାନେ ସମସ୍ତେ କିହଲେ, କାରଣ ଝିଅଟି ମରିଯାଇଛି ବୋଲି ସେମାନେ ଜାଣିଥିଲେ। Gade chapit laପବିତ୍ର ବାଇବଲ53 ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ। କାରଣ ସେମାନେ ଜାଣିଥିଲେ ଯେ ଝିଅଟି ମରିଯାଇଛି। Gade chapit la |