Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଶ୍ଚାଦ୍ଗମନ କଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ଵରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ପ୍ରୟୋଜନ ଥିଲା, ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 କିନ୍ତୁ ଯେତେବେଳେ ଜନତା ଏ ବିଷୟରେ ଶୁଣିଲେ, ସେମାନେ ତାଙ୍କ ପଛରେ ଗଲେ। ସେ ସେମାନଙ୍କୁ ସ୍ୱାଗତ ଜଣାଇଲେ, ଈଶ୍ୱରଙ୍କ ରାଜ୍ୟ ବିଷୟରେ ସେମାନଙ୍କୁ କହିଲେ ଓ ଯେଉଁମାନଙ୍କ ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।

Gade chapit la Kopi

ପବିତ୍ର ବାଇବଲ

11 କିନ୍ତୁ ଯୀଶୁ କେଉଁଠାକୁ ଗଲେ ଏହା ଲୋକମାନେ ଜାଣି ପାରିଲେ। ସେମାନେ ତାହାଙ୍କର ଅନୁସରଣ କଲେ। ଯୀଶୁ ସେମାନଙ୍କୁ ସ୍ୱାଗତ କଲେ ଏବଂ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଶିକ୍ଷା ଦେଲେ। ସେ ରୋଗୀମାନଙ୍କୁ ସୁସ୍ଥ କଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:11
21 Referans Kwoze  

ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।


ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ?


ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।


ପିତା ଯେଉଁ ସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋʼ ନିକଟକୁ ଆସିବେ; ଆଉ, ଯେ ମୋʼ ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।


ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”


ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ, ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ,


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି।


ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି।


ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ି ନିଆଯିବ, ପୁଣି, ଯେଉଁ ଜାତି ସେଥିର ଫଳ ଫଳିବ, ତାହାକୁ ଦିଆଯିବ।


ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା?” ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।


ଆଉ, ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ।


ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋʼ ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ।


ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।


ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ।


Swiv nou:

Piblisite


Piblisite