ଲୂକ ଲିଖିତ ସୁସମାଚାର 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ସେ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ସେହିସବୁ ଆଶୀର୍ବାଦ କଲେ, ପୁଣି ଭାଙ୍ଗି ଲୋକସମୂହକୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। Gade chapit laଓଡିଆ ବାଇବେଲ16 ଆଉ, ସେ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହି ସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)16 ଯୀଶୁ ପାଞ୍ଚ ରୋଟି ଓ ଦୁଇଟି ମାଛ ନେଲେ ଓ ଉଦ୍ଧ୍ୱର୍କୁ ଦୃଷ୍ଟିପାତ କରି ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ସେଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ପାଇଁ ଶିଷ୍ୟମାନଙ୍କୁ ଦେଲେ। Gade chapit laପବିତ୍ର ବାଇବଲ16 ତା'ପରେ ଯୀଶୁ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ନେଲେ। ସେ ସ୍ୱର୍ଗ ଆଡ଼କୁ ଗ୍ଭହିଁ ଖାଦ୍ୟପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ ଖାଦ୍ୟତକ ଖଣ୍ଡ ଖଣ୍ଡ କରି ତାହାଙ୍କ ଶିଷ୍ୟମାନଙ୍କୁ ଲୋକଙ୍କ ଭିତରେ ପରଶି ଦେବାକୁ ଦେଲେ। Gade chapit la |