Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

21 ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ତା’ପରେ ଯୀଶୁ ଏହି କଥା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ଯୀଶୁ ଏ ବିଷୟରେ କାହାକୁ ନ କହିବା ପାଇଁ ଚେତାବନୀ ଦେଇ ସେମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 9:21
5 Referans Kwoze  

ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।


ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”


ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”


ତହିଁରେ ସେମାନଙ୍କର ଆଖି ଫିଟିଗଲା। ପୁଣି, ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ, “ଦେଖ, ଏ ବିଷୟ ଯେପରି କେହି ନ ଜାଣେ।”


Swiv nou:

Piblisite


Piblisite