Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।

Gade chapit la Kopi

ଓଡିଆ ବାଇବେଲ

24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 କାରଣ ଯେ ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ, କିନ୍ତୁ ଯେ କେହି ମୋ’ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ରକ୍ଷା କରିବ।

Gade chapit la Kopi

ପବିତ୍ର ବାଇବଲ

24 ଯେଉଁ ଲୋକ ନିଜ ଜୀବନ ରକ୍ଷା କରିବାକୁ ଗ୍ଭହିଁବ, ସେ ତାହା ହରାଇ ବସିବ। ଏବଂ ଯେଉଁ ଲୋକ ମୋ’ ପାଇଁ ତାହାର ଜୀବନ ଦେବ, ସେ ତାହାକୁ ରକ୍ଷା କରିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:24
8 Referans Kwoze  

ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେ କେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ।


ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।


ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।


ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ।”


ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;


Swiv nou:

Piblisite


Piblisite