ଲୂକ ଲିଖିତ ସୁସମାଚାର 9:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଶୁଭ୍ରବର୍ଣ୍ଣ ଓ ଅତ୍ୟ; ଉଜ୍ଜ୍ଵଳ ହେଲା। Gade chapit laଓଡିଆ ବାଇବେଲ29 ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା । Gade chapit laପବିତ୍ର ବାଇବଲ (CL) NT (BSI)29 ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା। Gade chapit laପବିତ୍ର ବାଇବଲ29 ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହୋଇଗଲା। Gade chapit la |