ଲୂକ ଲିଖିତ ସୁସମାଚାର 9:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ସେ ଏହା କହୁ କହୁ ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୀତ ହେଲେ। Gade chapit laଓଡିଆ ବାଇବେଲ34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ । Gade chapit laପବିତ୍ର ବାଇବଲ (CL) NT (BSI)34 ସେ ଏହିପରି କହୁଥିବା ସମୟରେ, ଖଣ୍ଡିଏ ମେଘ ଭାସି ଆସି ତା’ର ଛାୟାରେ ସେମାନଙ୍କୁ ଆଚ୍ଛାଦନ କଲା। ଶିଷ୍ୟମାନେ ଭୟଭୀତ ହେଲେ Gade chapit laପବିତ୍ର ବାଇବଲ34 ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ। Gade chapit la |