ଲୂକ ଲିଖିତ ସୁସମାଚାର 9:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ। Gade chapit laପବିତ୍ର ବାଇବଲ (Re-edited) - (BSI)35 ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶ୍ରବଣ କର। Gade chapit laଓଡିଆ ବାଇବେଲ35 ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ । Gade chapit laପବିତ୍ର ବାଇବଲ (CL) NT (BSI)35 ଓ ମେଘ ମଧ୍ୟରୁ ଗୋଟିଏ ବାଣୀ ଶୁଣିଲେ, “ଏ ମୋର ମନୋନୀତ ପୁତ୍ର - ତାହାଙ୍କ କଥା ଶୁଣ।” Gade chapit laପବିତ୍ର ବାଇବଲ35 ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।” Gade chapit la |