Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

40 ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ମୁଁ ଆପଣଙ୍କର ଶିଷ୍ୟମାନଙ୍କୁ ତାକୁ ବାହାର କରିବା ପାଇଁ ଅନୁରୋଧ କଲି, କିନ୍ତୁ ସେମାନେ ପାରିଲେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

40 ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ମୋ’ ପୁଅ ଦେହରୁ ଭୂତକୁ ଛଡ଼େଇ ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ପାରିଲେ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:40
7 Referans Kwoze  

ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।


ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”


ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍‍ ଚିତ୍କାର କରି ଉଠେ, ପୁଣି, ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହାର ପାଟିରୁ ଫେଣ ବାହାରେ, ପୁଣି, ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ।


ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”


Swiv nou:

Piblisite


Piblisite