ଲୂକ ଲିଖିତ ସୁସମାଚାର 9:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେଥିରେ ସମସ୍ତେ ଈଶ୍ବରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ। ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)43 ସେଥିରେ ସମସ୍ତେ ଈଶ୍ଵରଙ୍କର ମହାଶକ୍ତି।। ସକାଶେ ଆଶ୍ଚର୍ଯ୍ୟାନ୍ଵିତ ହେଲେ। ମାତ୍ର ତାହାଙ୍କ କୃତ ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚମତ୍କୃତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, Gade chapit laଓଡିଆ ବାଇବେଲ43 ସେଥିରେ ସମସ୍ତେ ଈଶ୍ୱରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ । ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)43 ଲୋକମାନେ ସମସ୍ତେ ଈଶ୍ୱରଙ୍କ ମହତ୍ ଶକ୍ତିରେ ବିସ୍ମିତ ହେଲେ। ଯୀଶୁ ଯାହା ସବୁ କରୁଥିଲେ, ସେଥିରେ ଲୋକମାନେ ଚମକ୍ରୃତ ହେଉଥିବା ସମୟରେ, ସେ ତାଙ୍କର ଶିଷ୍ୟମାନଙ୍କୁ କହିଲେ, Gade chapit laପବିତ୍ର ବାଇବଲ43 ସମସ୍ତ ଲୋକ ପରମେଶ୍ୱରଙ୍କ ମହାନ୍ ଶକ୍ତି ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ଯୀଶୁ ଯାହାସବୁ କରୁଥିଲେ ତାହା ଦେଖି ଲୋକେ ଆଶ୍ଚର୍ଯ୍ୟ ହୋଇ ଯାଉଥିଲେ। Gade chapit la |