Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ, ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନଙ୍କର ବୋଧଗମ୍ୟ ନ ହୁଏ, ପୁଣି ସେମାନେ ସେହି କଥା ସମ୍ଵନ୍ଧରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନେ ବୁଝିପାରିବେ ନାହିଁ , ପୁଣି, ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

45 କିନ୍ତୁ ଶୁଷ୍ୟମାନେ ଏହି କଥାର ଅର୍ଥ ବୁଝିପାରିଲେ ନାହିଁ। ସେମାନେ ଯେପରି ବୁଝି ନ ପାରିବେ, ସେଥିପାଇଁ ଏହା ସେମାନଙ୍କଠାରୁ ଗୁପ୍ତ ରଖାଯାଇଥିଲା ଓ ସେମାନେ ଏ ବିଷୟରେ କିଛି ପଚାରିବା ପାଇଁ ମଧ୍ୟ ଭୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

45 କିନ୍ତୁ ଶିଷ୍ୟମାନେ ଯୀଶୁଙ୍କ ଏ କଥାର କିଛି ଅର୍ଥ ବୁଝି ପାରିଲେ ନାହିଁ। ଏହାର ଅର୍ଥ ସେମାନଙ୍କ ପ୍ରତି ଲୁକାୟିତ ଥିଲା। ତେଣୁ ସେମାନେ କିଛି ଏହାକୁ ବୁଝି ପାରିଲେ ନାହିଁ କିନ୍ତୁ ସେମାନେ ଯୀଶୁଙ୍କୁ ଏ ବିଷୟରେ ପଗ୍ଭରିବାକୁ ସାହସ କଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:45
15 Referans Kwoze  

କିନ୍ତୁ ଶିଷ୍ୟମାନେ ଏହିସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ।


ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହିସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା।


କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।


କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଏବଂ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ।


ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?


ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ?


ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।


ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।


ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।


ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,


ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା?


Swiv nou:

Piblisite


Piblisite