Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଆପଣା ଆଗେ ଦୂତମାନଙ୍କୁ ପଠାଇଲେ। ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;

Gade chapit la Kopi

ଓଡିଆ ବାଇବେଲ

52 ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 ଯିବା ପୂର୍ବରୁ ସେ କେତେଜଣ ଶିଷ୍ୟଙ୍କୁ ତାଙ୍କ ପାଇଁ ସବୁ ପ୍ରସ୍ତୁତ କରିବା ନିମନ୍ତେ ଶମିରୋଣର ଗୋଟିଏ ଗ୍ରାମକୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

52 ସେ ତାହାଙ୍କ ଆଗରୁ କେତେକ ଲୋକଙ୍କୁ ପଠାଇଲେ। ସେମାନେ ଯୀଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗରରେ ପହଞ୍ଚିଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:52
13 Referans Kwoze  

ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,


ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।


କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?


ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’


“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ।


କିନ୍ତୁ ଶମିରୋଣ ମଧ୍ୟ ଦେଇ ତାହାଙ୍କୁ ଯିବାକୁ ପଡ଼ିଲା।


ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;


ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


Swiv nou:

Piblisite


Piblisite