Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:53 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

53 କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

53 କିନ୍ତୁ ସେଠାରେ ଲୋକମାନେ ତାଙ୍କୁ ଗ୍ରହଣ କଲେ ନାହିଁ, କାରଣ ସେ ଯିରୂଶାଲମକୁ ଯାଉଥିଲେ ବୋଲି ସ୍ପଷ୍ଟ ଜଣାପଡ଼ୁଥିଲା।

Gade chapit la Kopi

ପବିତ୍ର ବାଇବଲ

53 କିନ୍ତୁ ଯୀଶୁ ଯିରୁଶାଲମକୁ ଯାଉଥିବାର ଦେଖି ସେଠାକାର ଲୋକ ତାହାଙ୍କୁ ସ୍ୱାଗତ କଲେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:53
4 Referans Kwoze  

ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”


ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।


Swiv nou:

Piblisite


Piblisite