Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:61 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୋ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ।

Gade chapit la Kopi

ଓଡିଆ ବାଇବେଲ

61 ଆଉ ଜଣେ ମଧ୍ୟ କହିଲେ, ପ୍ରଭୁ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

61 ଆଉ ଜଣେ ଲୋକ କହିଲା, “ମହାଶୟ, ମୁଁ ଆପଣଙ୍କର ଅନୁଗମନ କରିବି, କିନ୍ତୁ ପ୍ରଥମେ ମୋର ପରିବାରବର୍ଗଙ୍କଠାରୁ ବିଦାୟ ନେବାକୁ ମୋତେ ଅନୁମତି ଦିଅନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

61 ଆଉ ଜଣେ ଲୋକ କହିଲା, “ପ୍ରଭୁ ମୁଁ ଆପଣଙ୍କ ଅନୁସରଣ କରିବି। କିନ୍ତୁ ପ୍ରଥମେ ମୋତେ ମୋ’ ପରିବାର ଲୋକଙ୍କଠାରୁ ବିଦାୟ ନେବାକୁ ଅନୁମତି ଦିଅନ୍ତୁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:61
7 Referans Kwoze  

“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”


ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।


ମୋହର ଭାଇ ତୀତସଙ୍କୁ ନ ଦେଖି ଆତ୍ମାରେ ଶାନ୍ତି ନ ପାଇବାରୁ ସେମାନଙ୍କଠାରୁ ବିଦାୟ ଘେନି ମାକିଦନିଆକୁ ପ୍ରସ୍ଥାନ କଲି।


Swiv nou:

Piblisite


Piblisite