Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ବରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

62 କିନ୍ତୁ ଯୀଶୁ ତାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ଵରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

62 ଯୀଶୁ ତାକୁ କହିଲେ, “ଯେ କେହି ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ।”

Gade chapit la Kopi

ପବିତ୍ର ବାଇବଲ

62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ଯେଉଁ ଲୋକ ଲଙ୍ଗଳ ଉପରେ ହାତ ଦେଇ ପଛକୁ ଗ୍ଭହେଁ, ସେ ପରମେଶ୍ୱରଙ୍କ ରାଜ୍ୟ ପାଇଁ ଯୋଗ୍ୟ ନୁହେଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:62
9 Referans Kwoze  

ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।


ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”


Swiv nou:

Piblisite


Piblisite