ଲୂକ ଲିଖିତ ସୁସମାଚାର 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ ଛେଦନ କରିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ, ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ। Gade chapit laଓଡିଆ ବାଇବେଲ9 କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)9 ହେରୋଦ ଭାବିଲେ, “ମୁଁ ଯୋହନର ମୁଣ୍ଡ କଟାଇଛି, କିନ୍ତୁ ଏ ଲୋକଟି କିଏ, ଯାହା ବିଷୟରେ ମୁଁ ଏସବୁ ଶୁଣୁଛି?” ତେଣୁ ସେ ଯୀଶୁଙ୍କୁ ଦେଖିବାକୁ ଚେଷ୍ଟା କଲେ। Gade chapit laପବିତ୍ର ବାଇବଲ9 କିନ୍ତୁ ହେରୋଦ କହିଲେ, “ମୁଁ ଯୋହନଙ୍କ ମୁଣ୍ଡକାଟ କରିଛି। ତେବେ ଏ କିଏ, ଯାହାଙ୍କ ବିଷୟରେ ମୁଁ ଏଭଳି କଥା ଶୁଣୁଛି?” ତେଣୁ ହେରୋଦ ଯୀଶୁଙ୍କୁ ଦେଖିବା ପାଇଁ ଚେଷ୍ଟା କଲେ। Gade chapit la |