ମଲାଖୀ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit laଓଡିଆ ବାଇବେଲ3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ। Gade chapit laପବିତ୍ର ବାଇବଲ3 “ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦେବା। ଛୁଟିଦିନମାନଙ୍କରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭେମାନେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗିଦିଅ, ଆମ୍ଭେ ସେହି ଗୋବରକୁ ନେଇ ତୁମ୍ଭମାନଙ୍କ ମୁହଁରେ ପକାଇବା ଓ ତୁମ୍ଭମାନଙ୍କୁ ସେହି ଗୋବର ସହିତ ଫିଙ୍ଗି ଦେବା। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।