ମଲାଖୀ 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ। Gade chapit laଓଡିଆ ବାଇବେଲ8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।” Gade chapit laପବିତ୍ର ବାଇବଲ8 “ମାତ୍ର ତୁମ୍ଭେ ଯାଜକଗଣ ଆମ୍ଭ ପଥରୁ ବିମୁଖ ହୋଇଛ ଏବଂ ତୁମ୍ଭେମାନେ ବହୁତ ଲୋକମାନଙ୍କୁ ଭୁଲ୍ ପଥରେ ଯିବା ପାଇଁ ଶିଖାଇଲ। ତୁମ୍ଭେମାନେ ଲେବୀଙ୍କ ସହିତ ହୋଇଥିବା ଚୁକ୍ତିକୁ ଲଙ୍ଘନ କଲ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଥିଲେ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।