ମଲାଖୀ 3:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ। Gade chapit laଓଡିଆ ବାଇବେଲ17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।” Gade chapit laପବିତ୍ର ବାଇବଲ17 ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”