ମଲାଖୀ 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେତେବେଳେ ପୁରାତନ କାଳର ଦିନସମୂହରେ ଓ ପ୍ରାଚୀନ କାଳର ବର୍ଷସମୂହରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ତୁଷ୍ଟିଜନକ ହେବ। Gade chapit laଓଡିଆ ବାଇବେଲ4 ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ। Gade chapit laପବିତ୍ର ବାଇବଲ4 ତା'ପରେ ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ନିକଟରୁ ଭେଟି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳରେ କରିଥିଲେ। Gade chapit la |