ମଲାଖୀ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ , ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ5 ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ। Gade chapit la |