Biblia Todo Logo
Bib sou entènèt

- Piblisite -




ମଲାଖୀ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେମାନେ ଅଭିଶାପରେ ଶାପଗ୍ରସ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।

Gade chapit la Kopi

ପବିତ୍ର ବାଇବଲ

9 ଏହିପରି ଭାବରେ, ସମଗ୍ର ଗୋଷ୍ଠୀ ମୋର ଦ୍ରବ୍ୟ ଗ୍ଭେରି କରିଛ। ତୁମ୍ଭେମାନେ ସମ୍ପୂର୍ଣ୍ଣ ଅଭିଶପ୍ତ।”

Gade chapit la Kopi




ମଲାଖୀ 3:9
8 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।


ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।


ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।


Swiv nou:

Piblisite


Piblisite