Biblia Todo Logo
Bib sou entènèt

- Piblisite -




ମାଥିଉ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ହିଜକିୟଙ୍କ ପୁତ୍ର ମନଶେହ; ମନଶେହଙ୍କ ପୁତ୍ର ଆମୋନ;

Gade chapit la Kopi

ପବିତ୍ର ବାଇବଲ

10 ହିଜକିୟ ମନଃଶିଙ୍କ ବାପା। ମନଃଶି ଅମୋନଙ୍କ ବାପା। ଅମୋନ ଯୋଶିୟଙ୍କ ବାପା।

Gade chapit la Kopi




ମାଥିଉ 1:10
8 Referans Kwoze  

ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।


ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।


ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”


ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ,


ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।


Swiv nou:

Piblisite


Piblisite