Biblia Todo Logo
Bib sou entènèt

- Piblisite -




ମାଥିଉ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅବ୍ରହାମ ଇସ୍‍ହାକଙ୍କୁ ଜନ୍ମ ଦେଲେ, ଇସ୍‍ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୁଦା ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

2 ଅବ୍ରାହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଅବ୍ରାହାମଙ୍କ ପୁତ୍ର ଯିସହାକ; ଯିସହାକଙ୍କ ପୁତ୍ର ଯାକୁବ; ଯାକୁବଙ୍କ ପୁତ୍ର ଯିହୁଦା;

Gade chapit la Kopi

ପବିତ୍ର ବାଇବଲ

2 ଅବ୍ରହାମ ଇ‌‌ସ୍‌‌ହାକଙ୍କ ବାପା। ଇ‌‌ସ୍‌‌ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।

Gade chapit la Kopi




ମାଥିଉ 1:2
27 Referans Kwoze  

ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ।


ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।


ଯିହୂଦା ବଂଶରୁ ବାର ହଜାର, ରୂବେନ ବଂଶରୁ ବାର ହଜାର, ଗାଦ ବଂଶରୁ ବାର ହଜାର,


ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।


ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;


ପୁଣି, ଅବ୍ରହାମ ଇସ୍‌ହାକକୁ ଜାତ କଲେ। ସେହି ଇସ୍‌ହାକର ପୁତ୍ର ଏଷୌ ଓ ଇସ୍ରାଏଲ।


ଅବ୍ରହାମଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ।


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


ଅବ୍ରହାମଙ୍କର ପୁତ୍ର ଇସ୍‌ହାକଙ୍କର ବଂଶାବଳୀ। ଅବ୍ରହାମ ଇସ୍‌ହାକଙ୍କୁ ଜାତ କଲେ;


ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।


ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,


Swiv nou:

Piblisite


Piblisite