Biblia Todo Logo
Bib sou entènèt

- Piblisite -




ମାଥିଉ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯିଶୟ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ । ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଯିଶୟଙ୍କ ପୁତ୍ର ଦାଉଦ ରାଜା। ଦାଉଦଙ୍କ ପୁତ୍ର ଶଲୋମନ (ଶଲୋମନଙ୍କ ମାତା ପୂର୍ବେ ଉରିୟଙ୍କ ପତ୍ନୀ ଥିଲେ);

Gade chapit la Kopi

ପବିତ୍ର ବାଇବଲ

6 ଯିଶୟ ରାଜା ଦାଉଦଙ୍କ ବାପା। ଦାଉଦ ଶଲୋମନଙ୍କ ବାପା। (ଶଲୋମନଙ୍କ ମା ଆଗରୁ ଉରୀୟଙ୍କ ସ୍ତ୍ରୀ ଥିଲେ)

Gade chapit la Kopi




ମାଥିଉ 1:6
25 Referans Kwoze  

କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।


ଦାଉଦ ବେଥଲିହିମ ଯିହୁଦା ନିବାସୀ ଏକ ଇଫ୍ରାଥୀୟ ପୁରୁଷର ପୁତ୍ର ଥିଲେ, ତାହାର ନାମ ଯିଶୀ; ତାହାର ଆଠ ପୁତ୍ର ଥିଲେ; ପୁଣି, ଶାଉଲଙ୍କ ସମୟରେ ସେ ପୁରୁଷ ବୃଦ୍ଧ ଓ ଲୋକମାନଙ୍କ ମଧ୍ୟରେ ଗତବୟସ୍କ ବୋଲି ଗଣିତ ଥିଲା।


ଯିରୂଶାଲମରେ ତାଙ୍କର ଯେଉଁ ଯେଉଁ ସନ୍ତାନ ଜନ୍ମିଲେ, ସେମାନଙ୍କର ନାମ; ଶମ୍ମୂୟ, ଶୋବବ୍‍, ନାଥନ, ଶଲୋମନ,


ଯିରୂଶାଲମରେ ତାଙ୍କର ଏହି ପୁତ୍ରମାନେ ଜାତ ହୋଇଥିଲେ, ଯଥା, ଶିମୀୟ, ଶୋବବ୍‍, ନାଥନ ଓ ଶଲୋମନ, ଏହି ଚାରି ଜଣ ଅମ୍ମୀୟେଲର କନ୍ୟା ବତ୍‍ଶୂୟାଠାରୁ ଜାତ;


“ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;


ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।


ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।


ହିତ୍ତୀୟ ଊରୀୟ, ଅହଲୟର ପୁତ୍ର ସାବଦ୍‍,


ଷଷ୍ଠ ଓତ୍ସମ୍‍‍କୁ, ସପ୍ତମ ଦାଉଦଙ୍କୁ ଜାତ କଲା;


ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।


ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍‍ଶେବା ନୁହେଁ?”


ଏଥିପାଇଁ କʼଣ ତୁମ୍ଭେ ସମସ୍ତେ ମୋହର ବିରୁଦ୍ଧରେ କୁମନ୍ତ୍ରଣା କରୁଅଛ? ଆଉ, ମୋହର ପୁତ୍ର ଯିଶୀର ପୁତ୍ର ସଙ୍ଗେ ନିୟମ କଲା ବେଳେ କେହି ମୋହର କର୍ଣ୍ଣଗୋଚର କଲ ନାହିଁ ଓ ତୁମ୍ଭମାନଙ୍କର କେହି ମୋʼ ପାଇଁ ଚିନ୍ତିତ ହେଲ ନାହିଁ, କିଅବା ଆଜିର ପରି ମୋହର ପ୍ରତିକୂଳରେ ଛକି ବସି ଆକ୍ରମଣ କରିବା ପାଇଁ ମୋର ପୁତ୍ର ଯେ ମୋର ଦାସକୁ ମତାଇ ଅଛି, ଏହା କେହି ମୋର କର୍ଣ୍ଣଗୋଚର କଲ ନାହିଁ?”


ତହୁଁ ଶାଉଲ ତାଙ୍କୁ ପଚାରିଲେ, “ହେ ଯୁବକ, ତୁମ୍ଭେ କାହାର ପୁଅ?” ଦାଉଦ ଉତ୍ତର ଦେଲେ, “ମୁଁ ଆପଣଙ୍କ ଦାସ ବେଥଲିହିମୀୟ ଯିଶୀର ପୁଅ।”


ଓବେଦ୍‍ର ପୁତ୍ର ଯିଶୀ ଓ ଯିଶୀର ପୁତ୍ର ଦାଉଦ।


ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,


Swiv nou:

Piblisite


Piblisite