Biblia Todo Logo
Bib sou entènèt

- Piblisite -




ମାଥିଉ 1:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ଓଡିଆ ବାଇବେଲ

7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଶଲୋମନଙ୍କ ପୁତ୍ର ରହବୟାମ; ରହବୟାମଙ୍କ ପୁତ୍ର ଅବିୟ;

Gade chapit la Kopi

ପବିତ୍ର ବାଇବଲ

7 ଶଲୋମନ ରିହବିୟାମଙ୍କ ବାପା। ରିହବିୟାମ ଅବିୟଙ୍କ ବାପା। ଅବିୟ ଆସାଙ୍କ ବାପା।

Gade chapit la Kopi




ମାଥିଉ 1:7
11 Referans Kwoze  

ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।


ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।


ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।


ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,


ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।


Swiv nou:

Piblisite


Piblisite