Biblia Todo Logo
Bib sou entènèt

- Piblisite -




ମାଥିଉ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ।

Gade chapit la Kopi

ଓଡିଆ ବାଇବେଲ

10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କିମ୍ବା ଭିଷା ଥଳି ଧରି ବୁଲ ନାହିଁ। ଖଣ୍ଡେ ଅଧିକ ପୋଷାକ, ଜୋତା ବା ବାଡ଼ି ମଧ୍ୟ ନିଅ ନାହିଁ। କର୍ମୀ ତା’ର ପ୍ରାପ୍ୟ ପାଇବା ପାଇଁ ହକ୍‌ଦାର୍।

Gade chapit la Kopi

ପବିତ୍ର ବାଇବଲ

10 ଯାତ୍ରା ବେଳେ ଝୁଲା ନିଅ ନାହିଁ। ପିନ୍ଧିଥିବା ପୋଷାକ ଓ ଜୋତା ଛଡ଼ା ଅଧିକା ପୋଷାକ ବା ଜୋତା କି ବାଡ଼ି ନିଅ ନାହିଁ। ଜଣେ ସେବକ କେବଳ ନିହାତି ଆବଶ୍ୟକୀୟ ପଦାର୍ଥ ନେବା ଉଚିତ୍।

Gade chapit la Kopi




ମାଥିଉ 10:10
12 Referans Kwoze  

ସେ ସେମାନଙ୍କୁ ଉତ୍ତର ଦେଲେ, ଯାହାର ଦୁଇଟି ଅଙ୍ଗରଖା ଅଛି, ସେ ଯାହାର ନାହିଁ, ତାହାକୁ ଗୋଟିଏ ଦେଉ; ପୁଣି, ଯାହାର ଖାଦ୍ୟ ଅଛି, ସେ ସେହିପରି କରୁ।


ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”


ତ୍ରୋୟା ସହରରେ କାର୍ପଙ୍କ ପାଖରେ ମୁଁ ଯେଉଁ ଉତ୍ତରୀୟ ବସ୍ତ୍ର ଛାଡ଼ି ଆସିଅଛି, ତୁମ୍ଭେ ଆସିବା ସମୟରେ ତାହା ଏବଂ ପୁସ୍ତକଗୁଡ଼ିକ, ବିଶେଷତଃ ଚର୍ମପୁସ୍ତକଗୁଡ଼ିକ ଆଣିବ।


ପୁଣି, ସେ ଆପଣା ଯଷ୍ଟି ହାତରେ ଘେନି ନଦୀରୁ ପାଞ୍ଚୋଟି ଚିକ୍କଣ ପଥର ବାଛିଲେ ଓ ଆପଣା ପାଖରେ ମେଷପାଳକର ଯେଉଁ ଝୁଲି ଥିଲା, ସେହି ଝୁଲିରେ ତାହା ରଖିଲେ; ଆଉ ସେ ହାତରେ ଆପଣା ଛାଟିଣୀ ଧରି ସେହି ପଲେଷ୍ଟୀୟ ନିକଟକୁ ଗଲେ।


ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି, ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ।


ଆଉ ଯାତ୍ରା ନିମନ୍ତେ କେବଳ ଖଣ୍ଡେ ବାଡ଼ି ବିନା ରୁଟି କି ଝୋଲି କି ଗାଞ୍ଜିଆରେ ପଇସା ନ ନେବାକୁ ସେମାନଙ୍କୁ ଆଜ୍ଞା ଦେଲେ;


ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।


ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।


Swiv nou:

Piblisite


Piblisite